Leviticus 4:18 — Compare Translations

5 translations compared side by side

Odia - 1840
"ଆଉ ଯାଜକ ସହେି ରକ୍ତରୁ କିଛି ନଇେ ସମାଗମ ତମ୍ବୁ ମଧିଅରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ୟଜ୍ଞବଦେୀ ଶୃଙ୍ଗ ଉପରେ ଦବେ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ ତମ୍ବୁର ଦ୍ବାର ସମୀପକୁ ହୋମବଦେୀ ମୂଳ ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ହୋମବେଦି ମୂଳରେ ଆଉ ସବୁ ରକ୍ତ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦି ଶୃଙ୍ଗ ଉପରେ ଦେବ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ-ତମ୍ବୁର ଦ୍ୱାର ସମୀପକୁ ହୋମବେଦି ମୂଳରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।