Leviticus 4:19 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ବଳିର ସମସ୍ତ ମଦେ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ବଳିର ସମସ୍ତ ମେଦ ନେଇ ଯଜ୍ଞବେଦି ଉପରେ ଦଗ୍ଧ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।