Leviticus 4:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଲୋକମାନଙ୍କୁ କୁହ, ଯଦି କହେି ଅଜଣାତ ରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞା ରେ ମନା କରାୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ଭ୍ରାନ୍ତିରେ ପାପ କରେ;
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;