Leviticus 4:21 — Compare Translations

5 translations compared side by side

Odia - 1840
"ତା'ପରେ ସେ ଗୋବତ୍ସକୁ ଛାଉଣୀ ବାହାରକୁ ନଇେ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ପାଇଁ ପାପାର୍ଥକ ନବୈେଦ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସନ୍ୟାୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।