Leviticus 4:22 — Compare Translations

5 translations compared side by side

Odia - 1840
"ଯଦି ଜଣେ ଶାସକ ଭୂଲ୍ ବଶତଃ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ୟ୍ଯ କରେ, ସେ ମଧ୍ଯ ଦୋଷୀ ବୋଲି ବିବଚେିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ଵର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭ୍ରାନ୍ତିରେ କରି ଦୋଷୀ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;