Leviticus 4:23 — Compare Translations

5 translations compared side by side

Odia - 1840
"ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତବେେ ସେ ଏକ ନିଖୁଣ ପୁଂଛାଗ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁ; ପୁଂଛାଗ ଉପହାର ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।