Leviticus 4:24 — Compare Translations

5 translations compared side by side

Odia - 1840
"ସହେି ଶାସକ ଛାଗ ମସ୍ତକରେ ହାତ ରଖି ହାମବେଳି ବଧ କରିବା ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବ, ତାହା ହବେ ପାପାର୍ଥକ ନବୈେଦ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ଛାଗ ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶାସକ ଛାଗ ମସ୍ତକରେ ହାତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ, ତାହା ହେବ ପାପାର୍ଥକ ନୈବେଦ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।