Leviticus 4:25 — Compare Translations

5 translations compared side by side

Odia - 1840
"ତା'ପରେ ଯାଜକ ଆପଣା ଅଙ୍ଗୁଳି ରେ ସହେି ପାପାର୍ଥକ ନବୈେଦ୍ଯର ରକ୍ତରୁ କିଛି ନଇେ ହାମବଦେେୀର ଶିଙ୍ଗ ଉପରେ ଦବେ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହାମବଦେେୀ ମୂଳ ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।