Leviticus 4:26 — Compare Translations

5 translations compared side by side

Odia - 1840
"ତା'ପରେ ସହେି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମଦେ ନବେ ଏବଂ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଯେଉଁ ଉପାଯ ରେ ସେ ମଙ୍ଗଳାର୍ଥକ ନବୈେଦ୍ଯରୁ ମଦେ ସହିତ କରିଥିଲା। ଏହିପ୍ରକା ରେ ଯାଜକ ସେ ଶାସକର ପାପ ପାଇଁ ପ୍ରାଯଶ୍ଚିତ କରିବ ଓ ତା'ଦ୍ବାରା ସେ ଶାସକ ପ୍ରଭୁଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଙ୍ଗଳାର୍ଥକ ବଳିଦାନର ମେଦନ୍ୟାୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମେଦ ନେବ ଏବଂ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ, ଯେଉଁ ଉପାୟରେ ସେ ମଙ୍ଗଳାର୍ଥକ ନୈବେଦ୍ୟରୁ ମେଦ ସହିତ କରିଥିଲା। ଏହି ପ୍ରକାରେ ଯାଜକ ସେ ଶାସକର ପାପ ପାଇଁ ପ୍ରାୟଶ୍ଚିତ କରିବ ଓ ତା’ଦ୍ୱାରା ସେ ଶାସକ ପ୍ରଭୁଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।