Leviticus 4:27 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ଯରୁ କହେି ଜଣେ ତାହା କରେ ଓ ଭ୍ରାନ୍ତି ରେ ପାପ କରେ ତବେେ ସେ ଦୋଷୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯେବେ ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭ୍ରାନ୍ତିରେ ପାପ କରି ଦୋଷୀ ହୁଏ
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କେହି ଜଣେ ତାହା କରେ ଓ ଭ୍ରାନ୍ତିରେ ପାପ କରେ ତେବେ ସେ ଦୋଷୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ