Leviticus 4:3 — Compare Translations

5 translations compared side by side

Odia - 1840
"ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ସେ ଗୋଟିଏ ନିଖୁଣ ବାଛୁରୀ ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁ; ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।