Leviticus 4:30 — Compare Translations
5 translations compared side by side
Odia - 1840
"ତା'ପରେ ସେ ଯାଜକ ଅଙ୍ଗୁଳି ରେ ତା'ର ରକ୍ତରୁ କିଛି ନଇେ ହୋମବଦେୀର ଶୃଙ୍ଗ ଉପରେ ଦବେ, ଆଉ ତା'ର ସମସ୍ତ ରକ୍ତ ୟଜ୍ଞବଦେୀ ମୂଳ ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ଅଙ୍ଗୁଳିରେ ତା’ର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତା’ର ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।