Leviticus 4:31 — Compare Translations
5 translations compared side by side
Odia - 1840
"ପୁଣି ସହଭାଗିତାର ନବୈେଦ୍ଯରୁ ନଇେଥିବା ମଦତେୁଲ୍ଯ ତାହାର ସମସ୍ତ ମଦେ ନବେ, ଆଉ ସହେି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାଯଶ୍ଚିତ କରାଇବା ଓ ସେଥି ରେ ସେ ପରମେଶ୍ବରଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)