Leviticus 4:32 — Compare Translations

5 translations compared side by side

Odia - 1840
"ଯଦି ସେ ପାପାର୍ଥକ ନବୈେଦ୍ଯ ନିମନ୍ତେ ମଷେଶାବକ ଆଣେ ତବେେ ନିଶ୍ଚିତ ଏକ ନିଖୁଣ ମଷେଶାବକ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁ; ମେଷବତ୍ସା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସେ ପାପାର୍ଥକ ନୈବେଦ୍ୟ ନିମନ୍ତେ ମେଷଶାବକ ଆଣେ ତେବେ ନିଶ୍ଚିତ ଏକ ନିଖୁଣ ମେଷଶାବକ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।

Recommended Reading