Leviticus 4:33 — Compare Translations
5 translations compared side by side
Odia - 1840
"ପୁଣି ସହେି ପାପାର୍ଥକ ନବୈେଦ୍ଯର ମସ୍ତକରେ ହସ୍ତରଖି ହାମବେଳି ବଧ କରିବା ସ୍ଥାନ ରେ ତାକୁ ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।