Leviticus 4:34 — Compare Translations
5 translations compared side by side
Odia - 1840
"ତା'ପରେ ସେ ଯାଜକ ସହେି ପାପାର୍ଥକ ନବୈେଦ୍ଯର ରକ୍ତରୁ କିଛି ଅଙ୍ଗୁଳି ରେ ନଇେ ହୋମବଦେୀର ଶିଙ୍ଗ ଉପରେ ଦବେ ଓ ଆଉ ସମସ୍ତ ରକ୍ତ ୟଜ୍ଞବବଦେୀ ମୂଳ ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।