Leviticus 4:35 — Compare Translations
5 translations compared side by side
Odia - 1840
"ସେ ଉତ୍ସର୍ଗ କରାୟାଇଥିବା ପଶୁଠାରୁ ସମସ୍ତ ମଦେ କାଢି ନବେ। ଯେପରି ସେ ସହଭାଗିତାର ନବୈେଦ୍ଯକୁ କରିଥିଲା ଏବଂ ସଦାପ୍ରଭୁଙ୍କୁ ଉପହାର ଦବୋକୁ ଯାଜକ ଏହାକୁ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହି ପ୍ରକା ରେ ଯାଜକ ନିଜ ପାପ ପାଇଁ ତା'ର ତରଫରୁ ପ୍ରାଯଶ୍ଚିତ କରିବ ଏବଂ ତାକୁ କ୍ଷମା ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ସର୍ଗ କରାଯାଇଥିବା ପଶୁଠାରୁ ସମସ୍ତ ମେଦ କାଢ଼ି ନେବ। ଯେପରି ସେ ସହଭାଗିତାର ନୈବେଦ୍ୟକୁ କରିଥିଲା ଏବଂ ସଦାପ୍ରଭୁଙ୍କୁ ଉପହାର ଦେବାକୁ ଯାଜକ ଏହାକୁ ଯଜ୍ଞବେଦିରେ ଦଗ୍ଧ କରିବ। ଏହି ପ୍ରକାରେ ଯାଜକ ନିଜ ପାପ ପାଇଁ ତା’ର ତରଫରୁ ପ୍ରାୟଶ୍ଚିତ କରିବ ଏବଂ ତାକୁ କ୍ଷମା ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”