Leviticus 4:6 — Compare Translations

5 translations compared side by side

Odia - 1840
"ତା'ପରେ ସେ ଯାଜକ ସହେି ରକ୍ତ ରେ ନିଜର ଆଙ୍ଗୁଠି ବୁଡାଇ ସଦାପ୍ରଭୁଙ୍କ ଛାମୁ ରେ ମହାପବିତ୍ର ସ୍ଥାନର ବିଚ୍ଛଦେ ବସ୍ତ୍ର ଆଗ ରେ ସାତ ଥର ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ସେହି ରକ୍ତରେ ନିଜର ଆଙ୍ଗୁଠି ବୁଡ଼ାଇ ସଦାପ୍ରଭୁଙ୍କ ଛାମୁରେ ମହାପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।