Leviticus 4:7 — Compare Translations
5 translations compared side by side
Odia - 1840
"ଯାଜକ ସଦାପ୍ରଭୁଙ୍କ ଆଗ ରେ କିଛି ରକ୍ତ ନଇେ ସମାଗମ ତମ୍ବୁର ସୁଗନ୍ଧି ଧୂପବଦେୀର ପାଶର୍ବ ରେ ରଖିବା ଉଚିତ୍ ହବେ। ତ'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନଇେ ସମାଗମ ତମ୍ବୁର ଦ୍ବାରସ୍ଥିତ ୟଜ୍ଞବଦେୀ ମୂଳ ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାରସ୍ଥିତ ହୋମବେଦି ମୂଳରେ ଢାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ସଦାପ୍ରଭୁଙ୍କ ଆଗରେ କିଛି ରକ୍ତ ନେଇ ସମାଗମ-ତମ୍ବୁର ସୁଗନ୍ଧି ଧୂପବେଦିର ପାର୍ଶ୍ୱରେ ରଖିବା ଉଚିତ୍ ହେବ। ତା’ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ଯଜ୍ଞବେଦି ମୂଳରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।