Leviticus 4:8 — Compare Translations

5 translations compared side by side

Odia - 1840
"ସେ ପାପ ପାଇଁ ଉତ୍ସର୍ଗୀକୃତ ଷଣ୍ଢର ସମସ୍ତ ମଦେ, ଯାହାକି ଅନ୍ତବୁଜୁଳାର ଉପରିସ୍ଥ ଏବଂ ପାଶର୍‌ବବର୍ତ୍ତୀ ମଦେ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ
Odia Bible ERV 2004 (ପବିତ୍ର ବାଇବଲ)
ସେ ପାପ ପାଇଁ ଉତ୍ସର୍ଗୀକୃତ ଷଣ୍ଢର ସମସ୍ତ ମେଦ, ଯାହାକି ଅନ୍ତ ବୁଜୁଳାର ଉପରିସ୍ଥ ଏବଂ ପାର୍ଶ୍ୱବର୍ତ୍ତୀ ମେଦ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପାପାର୍ଥକ ବଳିରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
Odia IRV 2017 (ଓଡିଆ ବାଇବେଲ)
ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,