Leviticus 5:1 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତବେେ ସେ ପାପ କରେ ଓ ଅପରାଧୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୌଣସି ପ୍ରାଣୀ ସାକ୍ଷୀ ହୋଇ ରାଣ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଭିନ୍ନ ଭିନ୍ନ ଅଜାଣତ ପାପ “ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)
“ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।