Leviticus 5:10 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ବିଧି ଅନୁସାରେ ଦ୍ବିତୀୟ ପକ୍ଷୀକୁ ହାମବେଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା'ର କୃତ ପାପ ନିମନ୍ତେ ଯାଜକ ଦ୍ବାରା ପ୍ରାଯଶ୍ଚିତ ପ୍ରପ୍ତ ହବେ ଏବଂ ପରମେଶ୍ବର ତାକୁ କ୍ଷମା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ସେ ବିଧିମତେ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ବିଧି ଅନୁସାରେ ଦ୍ୱିତୀୟ ପକ୍ଷୀକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା’ର କୃତ ପାପ ନିମନ୍ତେ ଯାଜକ ଦ୍ୱାରା ପ୍ରାୟଶ୍ଚିତ ପ୍ରାପ୍ତ ହେବ ଏବଂ ପରମେଶ୍ୱର ତାକୁ କ୍ଷମା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।