Leviticus 5:11 — Compare Translations
5 translations compared side by side
Odia - 1840
"ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଯେବେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।
Odia IRV 2017 (ଓଡିଆ ବାଇବେଲ)