Leviticus 5:12 — Compare Translations
5 translations compared side by side
Odia - 1840
"ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନବୈେଦ୍ଯ ରୂପେ ମୁଠାଏ ନଇେ ୟଜ୍ଞବଦେୀ ରେ ସଦାପ୍ରଭୁଙ୍କ ଅଗ୍ନିକୃତ ନବୈେଦ୍ଯ ଉପରେ ଦଗ୍ଧ କରିବ। ପାପରୁ ମୁକ୍ତ ହବୋ ପାଇଁ ଏହା ପାପାର୍ଥକ ବଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦଗ୍ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।