Leviticus 5:13 — Compare Translations

5 translations compared side by side

Odia - 1840
"ଏହିରୂପେ ଯାଜକ ନିଜକୁ ପ୍ରାଯଶ୍ଚିତ କରିବ, ଏହି ପାପଗୁଡିକର କୌଣସି ବିଷଯ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦବେେ। ଅବଶିଷ୍ଟ ନବୈେଦ୍ଯ ଶସ୍ଯ ନବୈେଦ୍ଯ ପରି ଯାଜକର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”