Leviticus 5:15 — Compare Translations

5 translations compared side by side

Odia - 1840
"କହେି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷଯ ରେ ଅଜାଣତ ରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନଥିବା ଏକ ମଷେଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦବୋ ଉଚିତ୍। ସହେି ମଷେ ଛୂଆର ମୁଲ୍ଯ କାର୍ୟ୍ଯାଳଯ ମାପ ଅନୁୟାଯୀ ନିରୂପିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁ; ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“କେହି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଅଜାଣତରେ ପାପ କରେ, ସେ ତା’ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନ ଥିବା ଏକ ମେଷଛୁଆ ଆଣି ସଦାପ୍ରଭୁଙ୍କୁ ତା’ର ପାଇଁ କ୍ଷତି ପୂରଣ ଦେବା ଉଚିତ୍। ସେହି ମେଷ ଛୂଆର ମୂଲ୍ୟ କାର୍ଯ୍ୟାଳୟ ମାପ ଅନୁଯାୟୀ ନିରୂପିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)