Leviticus 5:17 — Compare Translations

5 translations compared side by side

Odia - 1840
"ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥାନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ଯରୁ କୌଣସି କର୍ମ କରି ପାପ କରେ। ୟଦ୍ଯପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା'ର ଅପରାଧ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥା’ନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ୟରୁ କୌଣସି କର୍ମ କରି ପାପ କରେ। ଯଦ୍ୟପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା’ର ଅପରାଧ ବହନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।