Leviticus 5:18 — Compare Translations

5 translations compared side by side

Odia - 1840
"ସହେି ବ୍ଯକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତ ରେ କରିଛି ସେଥିପାଇଁ ଯାଜକ ପ୍ରାଯଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁ; ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତରେ କରିଛି ସେଥିପାଇଁ ଯାଜକ ପ୍ରାୟଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)