Leviticus 5:19 — Compare Translations
5 translations compared side by side
Odia - 1840
"ଏପରିକି ଯେଉଁ ପ୍ରାଣୀ ପାପ କରିଛି ଓ ସେ ଜାଣି ନାହିଁ ତଥାପି ସେ ଦୋଷୀ, ତେଣୁ ସେ ସଦାପ୍ରଭୁଙ୍କ ଛାମୁ ରେ ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତା; ଦୋଷୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଯେଉଁ ପ୍ରାଣୀ ପାପ କରିଛି ଓ ସେ ଜାଣି ନାହିଁ ତଥାପି ସେ ଦୋଷୀ, ତେଣୁ ସେ ସଦାପ୍ରଭୁଙ୍କ ଛାମୁରେ ଦୋଷାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”
Odia IRV 2017 (ଓଡିଆ ବାଇବେଲ)
ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”