Leviticus 5:2 — Compare Translations
5 translations compared side by side
Odia - 1840
"କିମ୍ବା ଯଦି କୌଣସି ବ୍ଯକ୍ତି କିଛି ଅଶୁଚି ଦ୍ରବ୍ଯ ସ୍ପର୍ଶ କରେ ଅର୍ଥାତ୍ ଅଶୁଚି ପଶୁର ଶବ, କି ଅଶୁଚି ଗୋମଷୋଦି ଶବ କି ଅଶୁଚି ଉ ରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ ଓ ଯଦି ସେ ଏହା ଅଜାଣତ ରେ କରିଥାଏ ତଥାପି ସେ ଅପରାଧୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଯେବେ କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“କିମ୍ବା ଯଦି କୌଣସି ବ୍ୟକ୍ତି କିଛି ଅଶୁଚି ଦ୍ରବ୍ୟ ସ୍ପର୍ଶ କରେ ଅର୍ଥାତ୍ ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦି ଶବ କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ ଓ ଯଦି ସେ ଏହା ଅଜାଣତରେ କରିଥାଏ ତଥାପି ସେ ଅପରାଧୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।