Leviticus 5:4 — Compare Translations
5 translations compared side by side
Odia - 1840
"କିମ୍ବା କହେି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷଯ ରେ ଭୂଲିୟାଏ, ସେ ଦୋଷୀ ବୋଲି ବିବଚେିତ ହବେ, ଯେତବେେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରିପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା’ର ଶପଥ ରକ୍ଷା କରି ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
Odia IRV 2017 (ଓଡିଆ ବାଇବେଲ)