Leviticus 5:8 — Compare Translations

5 translations compared side by side

Odia - 1840
"ପୁଣି ସେ ସଗେୁଡିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନବୈେଦ୍ଯ ଉତ୍ସର୍ଗ କରି, ତା'ର ବକରେୁ ମୁଣ୍ଡ ମାେଡିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସେଗୁଡ଼ିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନୈବେଦ୍ୟ ଉତ୍ସର୍ଗ କରି, ତା’ର ବେକରୁ ମୁଣ୍ଡ ମୋଡ଼ିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।