Leviticus 5:9 — Compare Translations

5 translations compared side by side

Odia - 1840
"ତା'ପରେ ସେ ଏହି ରକ୍ତରୁ କିଛି ନଇେ ୟଜ୍ଞବଦେୀ ପାଖ ରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନଇେ ୟଜ୍ଞବଦେୀ ମୂଳ ରେ ଢାଳିବ। ଏହା ପାପରୁ ମୁକ୍ତ ହବୋ ପାଇଁ ଏକ ନବୈେଦ୍ଯ ବୋଲି ବିବଚେନା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ଵରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।