Leviticus 6:10 — Compare Translations
5 translations compared side by side
Odia - 1840
"ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍ବା ରେ ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି-ଦଗ୍ଧ ହୋମବଳିର ଭସ୍ମ ତୋଳି ବେଦି ପାର୍ଶ୍ଵରେରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକଗଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହୋମବଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ଯଜ୍ଞବେଦି ପାର୍ଶ୍ୱରେ ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି ଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।