Leviticus 6:11 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସେହି ଭସ୍ମକୁ ଛାଉଣି ବାହାରେ ଏକ ଶୁଚି ସ୍ଥାନକୁ ନେଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ।