Leviticus 6:12 — Compare Translations

5 translations compared side by side

Odia - 1840
"ମାତ୍ର ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ଜଳିତ ରହିବ। ତାହା କବେେ ନିର୍ବାପିତ ହବୋ ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତ ରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନବୈେଦ୍ଯର ମଦେ ତା'ଉପରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବେଦିର ଉପରିସ୍ଥିତ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, ତାହା ନିର୍ବାଣ ହେବ ନାହିଁ; ଯାଜକ ପ୍ରତି ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଜ୍ଞବେଦି ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ୱଳିତ ରହିବ। ତାହା କେବେ ନିର୍ବାପିତ ହେବା ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତରେ ତା’ଉପରେ କାଠ ସଜାଇ ରଖିବ ଓ ସମାଗମ ନୈବେଦ୍ୟର ମେଦ ତା’ଉପରେ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।