Leviticus 6:13 — Compare Translations
5 translations compared side by side
Odia - 1840
"ୟଜ୍ଞବଦେୀ ଉପରେ ଅଗ୍ନି ସର୍ବଦା ଜ୍ବଳନ୍ତ ରହିବ, କଦାପି ନିର୍ବାପିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, କଦାପି ନିର୍ବାଣ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦି ଉପରେ ଅଗ୍ନି ସର୍ବଦା ଜ୍ୱଳନ୍ତ ରହିବ, କଦାପି ନିର୍ବାପିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।