Leviticus 6:14 — Compare Translations

5 translations compared side by side

Odia - 1840
"ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଭକ୍ଷ୍ୟ-ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ନୈବେଦ୍ୟ “ଏହା ହେଉଛି ଶସ୍ୟ ନୈବେଦ୍ୟର ବ୍ୟବସ୍ଥା। ହାରୋଣର ପୁତ୍ରଗଣ ଯଜ୍ଞବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ୟ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।