Leviticus 6:16 — Compare Translations
5 translations compared side by side
Odia - 1840
"ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ଵୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣ ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାଡ଼ି ବିନା ତାକୁ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।