Leviticus 6:17 — Compare Translations

5 translations compared side by side

Odia - 1840
"ଶସ୍ଯ ନବୈେଦ୍ଯ ବିନା ତାଡି ରେ ପାକ କରାୟିବ। ମାେତେ ଦିଆୟାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦଇେଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ଯ ମହାପବିତ୍ର ରୂପେ ବ୍ଯବହାର କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଡ଼ି ସହିତ ତାହା ପାକ କରାଯିବ ନାହିଁ । ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ନୈବେଦ୍ୟ ବିନା ତାଡ଼ିରେ ପାକ କରାଯିବ। ମୋତେ ଦିଆଯାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦେଇଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ମହାପବିତ୍ର ରୂପେ ବ୍ୟବହାର କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।