Leviticus 6:18 — Compare Translations
5 translations compared side by side
Odia - 1840
"ହାରୋଣଙ୍କ ସନ୍ତାନଗଣଙ୍କ ମଧ୍ଯରୁ ପ୍ରେତ୍ୟକକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନବୈେଦ୍ଯ ସମାନେେ ଗ୍ରହଣ କରିବେ ଏକ ବିଧି ହବେ। ଯାହା କିଛି ଜିନିଷଗୁଡିକ ଏହାକୁ ସ୍ପର୍ଶ କରିବ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର । ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କ ସନ୍ତାନଗଣ ମଧ୍ୟରୁ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନୈବେଦ୍ୟ ସେମାନେ ଗ୍ରହଣ କରିବେ ଏକ ବିଧି ହେବ। ଯାହାକିଛି ଜିନିଷଗୁଡ଼ିକ ଏହାକୁ ସ୍ପର୍ଶ କରିବ ପବିତ୍ର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”
Odia IRV 2017 (ଓଡିଆ ବାଇବେଲ)
ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”