Leviticus 6:2 — Compare Translations

5 translations compared side by side

Odia - 1840
"କହେି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ସତ୍ଯ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତ ରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ଯ ବିଷଯ ରେ ଆପଣା ପ୍ରତିବେଶୀ ସହିତ ଅସତ୍ଯ ବ୍ଯବହାର କରେ, ଅଥବା ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
Odia Bible ERV 2004 (ପବିତ୍ର ବାଇବଲ)
“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
Odia IRV 2017 (ଓଡିଆ ବାଇବେଲ)
“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;