Leviticus 6:20 — Compare Translations

5 translations compared side by side

Odia - 1840
"ଏହି ନବୈେଦ୍ଯ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସମାନଙ୍କେର ଅଭିଷକେ ଦିନ ରେ ଉତ୍ସର୍ଗ କରିବା ଉଚିତ୍। ସମାନେେ ପ୍ରତିଦିନ ଶସ୍ଯ ନବୈେଦ୍ଯ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନଇେ ଅର୍ଦ୍ଧକେ ପ୍ରଭାତ ରେ ଓ ଅର୍ଦ୍ଧକେ ସନ୍ଧ୍ଯା କାଳ ରେ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ନୈବେଦ୍ୟ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସେମାନଙ୍କର ଅଭିଷେକ ଦିନରେ ଉତ୍ସର୍ଗ କରିବା ଉଚିତ୍। ସେମାନେ ପ୍ରତିଦିନ ଶସ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।