Leviticus 6:21 — Compare Translations

5 translations compared side by side

Odia - 1840
"ପଲମ ରେ ତାହା ତୈଳ ମିଶ୍ରିତ ହାଇେ ପ୍ରସ୍ତୁତ କରାୟିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସହେି ନବୈେଦ୍ଯର ଖଣ୍ଡ ଖଣ୍ଡ ପକ୍ବାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ। ସହେି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ସିକ୍ତ ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ସେହି ଭକ୍ଷ୍ୟ-ନୈବେଦ୍ୟର ଖଣ୍ତ ଖଣ୍ତ ପକ୍ଵାନ୍ନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପଲମରେ ତାହା ତୈଳମିଶ୍ରିତ ହୋଇ ପ୍ରସ୍ତୁତ କରାଯିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସେହି ନୈବେଦ୍ୟର ଖଣ୍ଡ ଖଣ୍ଡ ପକ୍ୱାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ସେହି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।