Leviticus 6:22 — Compare Translations

5 translations compared side by side

Odia - 1840
"ହାରୋଣଙ୍କ ପରେ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ମଧ୍ଯରୁ ଯେ ତାଙ୍କ ପଦ ରେ ଅଭିଷିକ୍ତ ଯାଜକ ହବେ, ସେ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାୟିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକା ରେ ତାହା ସଦାସର୍ବଦା କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣଙ୍କ ପରେ ତାଙ୍କର ଭବିଷ୍ୟ‌ଦ୍‌ ବଂଶଧରମାନଙ୍କ ମଧ୍ୟରୁ ଯେ ତାଙ୍କ ପଦରେ ଅଭିଷିକ୍ତ ଯାଜକ ହେବ, ସେ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକାରେ ତାହା ସଦାସର୍ବଦା କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।