Leviticus 6:23 — Compare Translations
5 translations compared side by side
Odia - 1840
"ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକର ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ଦଗ୍ଧ ହେବ, ତାହା ଭୋଜନ କରାଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”