Leviticus 6:25 — Compare Translations
5 translations compared side by side
Odia - 1840
"ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ଯବସ୍ଥା। ଯେଉଁ ସ୍ଥାନ ରେ ହାମବେଳି ଉତ୍ସର୍ଗ କରାୟାଏ, ସହେି ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପମାଚେନ ପାଇଁ ପଶୁ ଉତ୍ସର୍ଗ କରାୟିବ। ଏହା ମହାପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ୟବସ୍ଥା। ଯେଉଁ ସ୍ଥାନରେ ହୋମବଳି ଉତ୍ସର୍ଗ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପମୋଚନ ପାଇଁ ପଶୁ ଉତ୍ସର୍ଗ କରାଯିବ। ଏହା ମହାପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।