Leviticus 6:26 — Compare Translations
5 translations compared side by side
Odia - 1840
"ଯେଉଁ ଯାଜକ ପାପମାଚେନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ ତମ୍ବୁ ପ୍ରାଙ୍ଗଣର ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାହା ଭକ୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ଵୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଯାଜକ ପାପମୋଚନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ-ତମ୍ବୁ ପ୍ରାଙ୍ଗଣର ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭକ୍ଷ୍ୟଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।