Leviticus 6:28 — Compare Translations

5 translations compared side by side

Odia - 1840
"ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ମୃତ୍ତିକାପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗା ଯିବ; ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାହା ମାଟିପାତ୍ରରେ ପାକ କରାଯାଏ ତେବେ ତାହା ଭଙ୍ଗା ଯିବ, ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।