Leviticus 6:3 — Compare Translations

5 translations compared side by side

Odia - 1840
"କିମ୍ବା ହଜାଇଥିବା ଦ୍ରବ୍ଯ ପାଇଁ ସହେି ବିଷଯ ରେ ଅସତ୍ଯ ବ୍ଯବହାର କରେ ଓ ମିଥ୍ଯା କରି ଶପଥ କରେ, ଏହି ପ୍ରକାର ଯେ କୌଣସି କର୍ମ ରେ ମନୁଷ୍ଯ ପାପ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ହଜାଦ୍ରବ୍ୟ ପାଇ ତଦ୍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
Odia Bible ERV 2004 (ପବିତ୍ର ବାଇବଲ)
କିମ୍ବା ହଜାଇଥିବା ଦ୍ରବ୍ୟ ପାଇଁ ସେହି ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ, ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
Odia IRV 2017 (ଓଡିଆ ବାଇବେଲ)
କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;